ଦିଗପହଣ୍ଡି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ଦିଗପହଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୧,୮୮,୨୪୪
ଜିଲ୍ଲା: ଗଞ୍ଜାମ
ଲୋକ ସଭା ନିର୍ବାଚନ ମଣ୍ଡଳୀ: ବ୍ରହ୍ମପୁର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଦିଗପହଣ୍ଡି (କ୍ରମିକ ସଂଖ୍ୟା: ୧୩୪) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଦିଗପହଣ୍ଡି (ବି), ଦିଗପହଣ୍ଡି ବ୍ଳକ ଓ କୁକୁଡ଼ାଖଣ୍ଡି ବ୍ଳକର କିଛି ଅଞ୍ଚଳ ।[୨][୩]

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୂର୍ଯ୍ୟନାରାୟଣ ପାତ୍ର ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଶୁକ ସୁଜିତ କୁମାରଙ୍କଠାରୁ ୪୫୮୯୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୂର୍ଯ୍ୟ ନାରାୟଣ ପାତ୍ର, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଭି. ରବି ନାରାୟଣ ରାଜୁଙ୍କଠାରୁ ୩୨,୭୬୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ

୨୦୦୯ ବିଧାନ ସଭା ନିର୍ବାଚନ, ଦିଗପହଣ୍ଡି [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ସୂର୍ଯ୍ୟନାରାୟଣ ପାତ୍ର ୬୫,୨୧୯ ୬୧.୭୫ -
କଂଗ୍ରେସ ଭି. ରବି ନାରାୟଣ ରାଜୁ ୩୨,୪୫୬ ୩୦.୭୯ -
ଭାଜପା ଶ୍ରୀଧର ଦେବ ୪,୧୧୯ ୩.୯୦ -
ସ୍ୱାଧୀନ ସକ ବାଲାଜୀ ୨,୨୮୮ ୨.୧୭ -
ସମୃଦ୍ଧ ଓଡ଼ିଶା ପ୍ରମୋଦ ସାବତ ୧,୫୪୨ ୧.୪୬ -
ଭୋଟ ବ୍ୟବଧାନ ୩୨,୭୬୩ ୩୧.୦୨* -
ମତଦାନ ହାର ୧,୦୫,୬୩୦ ୬୨.୮୨ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ

ନବଗଠିତ ଏହି ନିର୍ବାଚନ ମଣ୍ଡଳୀରେ ୨୦୦୯ ଓ ୨୦୧୪ରେ କେବଳ ୨ଥର ନିର୍ବାଚନ ଅନୁଷ୍ଠିତ ହୋଇଛି ।[୭][୪]

ଆଧାର